1 Samuel 22:7 — Compare Translations

5 translations compared side by side

Odia - 1840
"ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, ହେ ବିନ୍ଯାମୀନୀଯ ଲୋକମାନେ, ଶକ୍ସ୍ଟଣ ୟିଶୀର ପକ୍ସ୍ଟତ୍ର କ'ଣ ତକ୍ସ୍ଟମ୍ଭ ପ୍ରତି ଜଣଙ୍କକ୍ସ୍ଟ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦବେ? ସେ କ'ଣ ତକ୍ସ୍ଟମ୍ଭ ସମସ୍ତଙ୍କକ୍ସ୍ଟ ସହସ୍ରପତି ଓ ଶତପତି କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,