1 Samuel 22:9 — Compare Translations
5 translations compared side by side
Odia - 1840
"ଶାଉଲଙ୍କର ଦାସ ନିକଟରେ ଛିଡା ହାଇେଥିବା ଇଦୋମୀଯ ଦୋଯଗ ଉତ୍ତର ଦେଲେ, ମୁ ୟିଶୀର ପକ୍ସ୍ଟତ୍ରକକ୍ସ୍ଟ ନୋବ ରେ ଅହୀଟୂବର ପକ୍ସ୍ଟତ୍ର ଅହୀମଲେକ୍ ନିକଟକକ୍ସ୍ଟ ୟିବାର ଦେଖିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ଦାସ ନିକଟରେ ଛିଡ଼ା ହୋଇଥିବା ଇଦୋମୀୟ ଦୋୟେଗ ଉତ୍ତର ଦେଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।
Odia IRV 2017 (ଓଡିଆ ବାଇବେଲ)
ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।