1 Samuel 23:10 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ହେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର, ମୁ ଶୁଣିବାକୁ ପାଇଲି ଯେ, ଶାଉଲ ମାେ ପାଇଁ କିଯୀଲାକକ୍ସ୍ଟ ଧ୍ବଂସ କରିବାର ଯୋଜନା ପ୍ରସ୍ତକ୍ସ୍ଟତ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ମୁଁ ଶୁଣିବାକୁ ପାଇଲି ଯେ, ଶାଉଲ ମୋ’ ପାଇଁ କିୟୀଲାକୁ ଧ୍ୱଂସ କରିବାର ଯୋଜନା ପ୍ରସ୍ତୁତ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।