1 Samuel 23:11 — Compare Translations

5 translations compared side by side

Odia - 1840
"ଶାଉଲ କ'ଣ କିଯୀଲାକକ୍ସ୍ଟ ଆସିବ? କିଯୀଲାର ଲୋକମାନେ କ'ଣ ମାେତେ ତାଙ୍କ ହାତ ରେ ସମର୍ପୀ ଦବେେ? ହେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏକଥା ତକ୍ସ୍ଟମ୍ଭ ଦାସକକ୍ସ୍ଟ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ । ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କ’ଣ କିୟୀଲାକୁ ଆସିବ? କିୟୀଲାର ଲୋକମାନେ କ’ଣ ମୋତେ ତାଙ୍କ ହାତରେ ସମର୍ପି ଦେବେ? ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ଏ କଥା ତୁମ୍ଭ ଦାସକୁ ଜଣାଅ।” ତହିଁରେ ସଦାପ୍ରଭୁ ଉତ୍ତର ଦେଲେ, “ଶାଉଲ ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”
Odia IRV 2017 (ଓଡିଆ ବାଇବେଲ)
କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।