1 Samuel 23:12 — Compare Translations
5 translations compared side by side
Odia - 1840
"ଆଉଥରେ ଦାଉଦ ପଚାରିଲେ, କିଯୀଲାର ଲୋକମାନେ କ'ଣ ମାେତେ ଓ ମାରେଲୋକମାନଙ୍କୁ ତାଙ୍କ ହସ୍ତ ରେ ଧରାଇ ଦବେେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉଥରେ ଦାଉଦ ପଗ୍ଭରିଲେ, “କିୟୀଲାର ଲୋକମାନେ କ’ଣ ମୋତେ ଓ ମୋର ଲୋକମାନଙ୍କୁ ତାଙ୍କ ହସ୍ତରେ ଧରାଇ ଦେବେ?” ସଦାପ୍ରଭୁ ଉତ୍ତର ଦେଲେ, “ହଁ ସେମାନେ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।