1 Samuel 23:13 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିଯୀଲା ପରିତ୍ଯାଗ କରି ଗ୍ଭଲିଗଲେ। ପ୍ରାଯ 600 ଲୋକ ଦାଉଦଙ୍କ ସାଥି ରେ ଗ୍ଭଲିଗଲେ। ଦାଉଦର ଲୋକମାନେ ଏଣେ ତଣେେ ବକ୍ସ୍ଟଲିବାକକ୍ସ୍ଟ ଲାଗିଲେ। ଶାଉଲ ଜାଣିଲେ ଦାଉଦ କିଯୀଲା ଛାଡି ପଳାଯନ କରିଛି। ତେଣୁ ଶାଉଲ ସହେି ସହରକକ୍ସ୍ଟ ଗଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ । ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲା ପରିତ୍ୟାଗ କରି ଗ୍ଭଲିଗଲେ। ପ୍ରାୟ 600 ଲୋକ ଦାଉଦଙ୍କ ସାଥୀରେ ଗ୍ଭଲିଗଲେ। ଦାଉଦର ଲୋକମାନେ ଏଣେ ତେଣେ ବୁଲିବାକୁ ଲାଗିଲେ। ଶାଉଲ ଜାଣିଲେ ଦାଉଦ କିୟୀଲା ଛାଡ଼ି ପଳାୟନ କରିଛି। ତେଣୁ ଶାଉଲ ସେହି ସହରକୁ ଗଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।