1 Samuel 23:14 — Compare Translations
5 translations compared side by side
Odia - 1840
"ଦାଉଦ ମରକ୍ସ୍ଟଭୂମିକକ୍ସ୍ଟ ଗଲେ ଏବଂ ସଠାେରେ ଏକ ସକ୍ସ୍ଟରକ୍ଷିତ ସ୍ଥାନ ଭିତ ରେ ବାସ କଲେ। ସେ ମଧ୍ଯ ସୀଫର ପାର୍ବତ୍ଯମଯ ଦେଶ ରେ ବାସ କଲେ, ପକ୍ସ୍ଟଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ବଷେଣ କଲେ, କିନ୍ତୁ ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଶାଉଲଙ୍କ ହାତ ରେ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ । ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ଵେଷଣ କଲେ, ମାତ୍ର ପରମେଶ୍ଵର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କର ପିଛା କଲେ ଦାଉଦ ମରୁଭୂମିକୁ ଗଲେ ଏବଂ ସେଠାରେ ଏକ ସୁରକ୍ଷିତ ସ୍ଥାନ ଭିତରେ ବାସ କଲେ। ସେ ମଧ୍ୟ ସୀଫର ପାର୍ବତ୍ୟମୟ ଦେଶରେ ବାସ କଲେ, ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, କିନ୍ତୁ ସଦାପ୍ରଭୁ ଦାଉଦଙ୍କୁ ଶାଉଲଙ୍କ ହାତରେ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।