1 Samuel 23:15 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କୁ ମାରିବା ପାଇଁ ବାହାରି ଆସିଛନ୍ତି। ସହେି ସମୟରେ ଦାଉଦ ସୀଫ ମରକ୍ସ୍ଟଭୂମିସ୍ଥ ହୋ ରେଶ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କୁ ମାରିବା ପାଇଁ ବାହାରି ଆସିଛନ୍ତି। ସେହି ସମୟରେ ଦାଉଦ ସୀଫ ମରୁଭୂମିସ୍ଥ ହୋରେଶରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ।