1 Samuel 23:16 — Compare Translations
5 translations compared side by side
Odia - 1840
"ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ଦାଉଦଙ୍କ ପାଖକକ୍ସ୍ଟ ଗଲା। ତାଙ୍କୁ ପରମେଶ୍ବରଙ୍କଠା ରେ ଏକ ଦୃଢ ବିଶ୍ବାସ କରିବା ରେ ସାହାୟ୍ଯ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ଵରଙ୍କଠାରେ ତାଙ୍କ ହସ୍ତ ସବଳ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କ ପାଖକୁ ଗଲେ। ତାଙ୍କୁ ପରମେଶ୍ୱରଙ୍କଠାରେ ଏକ ଦୃଢ଼ ବିଶ୍ୱାସ କରିବାରେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।