1 Samuel 23:17 — Compare Translations

5 translations compared side by side

Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ କହିଲା, ଭୟ କର ନାହିଁ। ମାରେ ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇଶ୍ରାୟେଲର ରାଜା ହବେ। ଏବଂ ମୁ ତୁମ୍ଭର ଦ୍ବିତୀୟ ହବେି। ଏହା ମଧ୍ଯ ମାରେ ବାପା ଶାଉଲ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ଵିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ କହିଲେ, “ଭୟ କର ନାହିଁ। ମୋର ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇସ୍ରାଏଲର ରାଜା ହେବ। ଏବଂ ମୁଁ ତୁମ୍ଭର ଦ୍ୱିତୀୟ ହେବି। ଏହା ମଧ୍ୟ ମୋର ବାପା ଶାଉଲ ଜାଣନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।