1 Samuel 23:18 — Compare Translations
5 translations compared side by side
Odia - 1840
"ଏହାପରେ ସେ ଦକ୍ସ୍ଟ ହେଁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଏକ ଚକ୍ସ୍ଟକ୍ତି କଲେ। ତେଣୁ ଦାଉଦ ହୋ ରେଶ ରେ ରହିଲେ ଏବଂ ଯୋନାଥନ ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲେ। ତେଣୁ ଦାଉଦ ହୋରେଶରେ ରହିଲେ ଏବଂ ଯୋନାଥନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।