1 Samuel 23:19 — Compare Translations
5 translations compared side by side
Odia - 1840
"ଏହାପରେ ସୀଫୀଯ ଲୋକମାନେ ଗିବିଯାକକ୍ସ୍ଟ ଶାଉଲଙ୍କ ପାଖକକ୍ସ୍ଟ ଆସି କହିଲେ, ଦାଉଦ ଆମ୍ଭମାନଙ୍କ ଅଞ୍ଚଳ ରେ ଦକ୍ଷିଣ ଦିଗ ରେ ହଖୀଲା ପର୍ବତର ହୋ ରେଶର ସକ୍ସ୍ଟରକ୍ଷା ସ୍ଥାନ କିଲ୍ଲା ରେ ଲକ୍ସ୍ଟଚି ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହିଣନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସୀଫୀୟ ଲୋକମାନେ ଦାଉଦଙ୍କ ବିଷୟରେ ଶାଉଲଙ୍କୁ କହିଲେ ଏହା ପରେ ସୀଫୀୟ ଲୋକମାନେ ଗିବିୟାକୁ ଶାଉଲଙ୍କ ପାଖକୁ ଆସି କହିଲେ, “ଦାଉଦ ଆମ୍ଭମାନଙ୍କ ଅଞ୍ଚଳରେ ଦକ୍ଷିଣ ଦିଗରେ ହଖୀଲା ପର୍ବତର ହୋରେଶର ସୁରକ୍ଷା ସ୍ଥାନ କିଲ୍ଲାରେ ଲୁଚି ରହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?