1 Samuel 23:20 — Compare Translations
5 translations compared side by side
Odia - 1840
"ମହାରାଜ, ବର୍ତ୍ତମାନ ଆପଣ ସମସ୍ତ ମନୋବାଞ୍ଛାନକ୍ସ୍ଟସା ରେ ଆସନ୍ତକ୍ସ୍ଟ ରାଜାଙ୍କ ହସ୍ତ ଦାଉଦଙ୍କକ୍ସ୍ଟ ସମର୍ପଣ କରିବା ଦାଯିତ୍ବ ଆମ୍ଭର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ମହାରାଜ, ବର୍ତ୍ତମାନ ଆପଣ ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ ରାଜାଙ୍କ ହସ୍ତ ଦାଉଦଙ୍କୁ ସମର୍ପଣ କରିବା ଦାୟିତ୍ୱ ଆମ୍ଭର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।