1 Samuel 23:21 — Compare Translations
5 translations compared side by side
Odia - 1840
"ଶାଉଲ କହିଲେ, ତୁମ୍ଭେ ମାେତେ ସାହାର୍ୟ୍ଯ କରିଥିବାରକ୍ସ୍ଟ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କହିଲେ, “ତୁମ୍ଭେ ମୋତେ ସାହାଯ୍ୟ କରିଥିବାରୁ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋ’ ପ୍ରତି କୃପା କଲ।