1 Samuel 23:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ୟାଇ ସ୍ଥିର କର ସାଧାରଣତଃ ଦାଉଦ କେଉଁଠାକକ୍ସ୍ଟ ୟାଏ ଓ କିଏ ତାକକ୍ସ୍ଟ ଦେଖିଛି। ଏହା ବକ୍ସ୍ଟଝି ଦେଖ, କାରଣ ମାେତେ କକ୍ସ୍ଟହାୟାଇଛି ଯେ, 'ସେ ଅତି ସତର୍କତାର ସହ ଚଳକ୍ସ୍ଟଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯାଇ ସ୍ଥିର କର ସାଧାରଣତଃ ଦାଉଦ କେଉଁଠାକୁ ଯାଏ ଓ କିଏ ତାକୁ ଦେଖିଛି। ଏହା ବୁଝି ଦେଖ, କାରଣ ମୋତେ କୁହାଯାଇଛି ଯେ, ସେ ଅତି ସତର୍କତାର ସହ ଚଳୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।