1 Samuel 23:24 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ଉଠି ଶାଉଲଙ୍କ ଆଗେ ସୀଫକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫକୁ ଗଲେ। ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ମାୟୋନ୍, ତାହା ଯେଶିମନର ଦକ୍ଷିଣରେ ଆରବ ନିକଟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ।