1 Samuel 23:25 — Compare Translations

5 translations compared side by side

Odia - 1840
"ଶାଉଲ ଓ ତାଙ୍କର ଲୋକମାନେ ତାହାଙ୍କକ୍ସ୍ଟ ଖାଜେିବା ପାଇଁ ଗଲେ। ମାତ୍ର ଲୋକମାନେ ଦାଉଦଙ୍କକ୍ସ୍ଟ ଏକଥା ଜଣାନ୍ତେ ସେ, ଯାହାକକ୍ସ୍ଟ କକ୍ସ୍ଟହାୟାଏ ଶୈଳ ତଳକକ୍ସ୍ଟ ଓହ୍ଲାଇ ଆସି ମାଯୋନ୍ ମରକ୍ସ୍ଟଭୂମିରେ ରହିଲେ। ଏହାପରେ ଶାଉଲ ତାହା ଶକ୍ସ୍ଟଣି ମାଯୋନ୍ ମରକ୍ସ୍ଟଭୂମିରେ ଦାଉଦଙ୍କକ୍ସ୍ଟ ଖାଜେିବାକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ । ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଓ ତାଙ୍କର ଲୋକମାନେ ତାହାଙ୍କୁ ଖୋଜିବା ପାଇଁ ଗଲେ। ମାତ୍ର ଲୋକମାନେ ଦାଉଦଙ୍କୁ ଏ କଥା ଜଣାନ୍ତେ ସେ, ଯାହାକୁ କୁହାଯାଏ “ଶୈଳ” ତଳକୁ ଓହ୍ଲାଇ ଆସି ମାୟୋନ୍ ମରୁଭୂମିରେ ରହିଲେ। ଏହା ପରେ ଶାଉଲ ତାହା ଶୁଣି ମାୟୋନ୍ ମରୁଭୂମିରେ ଦାଉଦଙ୍କୁ ଖୋଜିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।