1 Samuel 23:26 — Compare Translations

5 translations compared side by side

Odia - 1840
"ଶାଉଲ ପର୍ବତର ଏକ ପାଶର୍‌ବକକ୍ସ୍ଟ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସହେି ପର୍ବତର ଅନ୍ୟ ଏକ ପାଖକକ୍ସ୍ଟ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରକ୍ସ୍ଟ ଶିଘ୍ର ଦୌଡି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କକ୍ସ୍ଟ ଧରିବା ନିମନ୍ତେ ପର୍ବତର ଚତକ୍ସ୍ଟଃପାଶର୍‌ବ ରେ ଘରେି ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ପର୍ବତର ଏକ ପାର୍ଶ୍ଵକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ଵକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସେହି ପର୍ବତର ଅନ୍ୟ ଏକ ପାଖକୁ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରୁ ଶୀଘ୍ର ଦୌଡ଼ି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଧରିବା ନିମନ୍ତେ ପର୍ବତର ଚତୁର୍ପାର୍ଶ୍ୱରେ ଘେରି ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
Odia IRV 2017 (ଓଡିଆ ବାଇବେଲ)