1 Samuel 23:27 — Compare Translations
5 translations compared side by side
Odia - 1840
"ଏହି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକକ୍ସ୍ଟ ଆସି କହିଲା, ଶ୍ରୀଘ୍ର ଆସନ୍ତକ୍ସ୍ଟ, କାରଣ ପଲେଷ୍ଟୀୟମାନେ ଆମ୍ଭର ଦେଶକକ୍ସ୍ଟ ଆକ୍ରମଣ କଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ, କାରଣ ପଲେଷ୍ଟୀୟମାନେ ଆମ୍ଭର ଦେଶକୁ ଆକ୍ରମଣ କଲେଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।