1 Samuel 23:28 — Compare Translations

5 translations compared side by side

Odia - 1840
"ତେଣୁ ଶାଉଲ ଦାଉଦଙ୍କ ପଶ୍ଚାତ ଗୋଡ଼ାଇବାକକ୍ସ୍ଟ ଛାଡି ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଗଲେ। ତେଣୁ ସମାନେେ ସହେି ସ୍ଥାନର ନାମ ପିଛିଳ ଶୈଳ ନାମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍ (ବିଭାଗକାରୀ ଶୈଳ) ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ଦାଉଦଙ୍କ ପଶ୍ଚାତ ଗୋଡ଼ାଇବାକୁ ଛାଡ଼ି ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ଗଲେ। ତେଣୁ ସେମାନେ ସେହି ସ୍ଥାନର ନାମ “ପିଛିଳ ଶୈଳ” ନାମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।