1 Samuel 23:3 — Compare Translations

5 translations compared side by side

Odia - 1840
"ଦାଉଦଙ୍କ ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭମାନେେ ଏ ୟିହକ୍ସ୍ଟଦା ଦେଶ ରେ କେତକେ ଭୟ କରୁଅଛକ୍ସ୍ଟ। ଯଦି ପଲେଷ୍ଟୀୟମାନଙ୍କ ସୈନ୍ଯଗଣ ବିରକ୍ସ୍ଟଦ୍ଧ ରେ କିଯୀଲାକକ୍ସ୍ଟ ୟିବା, ତବେେ ଚିନ୍ତା କର କେତେ ଅଧିକ ଭୟ ନକରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ କେତେ ଭୟ କରୁଅଛୁ। ଯଦି ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ ଚିନ୍ତା କର କେତେ ଅଧିକ ଭୟ ନ କରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?