1 Samuel 23:5 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିଯୀଲାକକ୍ସ୍ଟ ଗଲେ, ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରି ତାଙ୍କୁ ପରାସ୍ତ କଲେ ଓ ସମାନଙ୍କେର ପଶକ୍ସ୍ଟମାନଙ୍କୁ ନଇଗେଲେ। ଏହିପରି ଭାବରେ ଦାଉଦ କିଯୀଲାର ଲୋକମାନଙ୍କୁ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ । ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଗଲେ, ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରି ତାଙ୍କୁ ପରାସ୍ତ କଲେ ଓ ସେମାନଙ୍କର ପଶୁମାନଙ୍କୁ ନେଇଗଲେ। ଏହିପରି ଭାବରେ ଦାଉଦ କିୟୀଲାର ଲୋକମାନଙ୍କୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।