1 Samuel 23:6 — Compare Translations
5 translations compared side by side
Odia - 1840
"ଯେତବେେଳେ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର କିଯୀଲାକକ୍ସ୍ଟ ଦାଉଦଙ୍କ ନିକଟକକ୍ସ୍ଟ ପଳାଇ ଆସିଲା, ସେତବେେଳେ ଏକ ଏଫୋଦ ହାତ ରେ ଆଣିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅହୀମେଲକର ପୁତ୍ର ଅବିୟାଥର କିୟୀଲାକୁ ଦାଉଦଙ୍କ ନିକଟକୁ ପଳାଇ ଆସିଲା, ସେତେବେଳେ ଏକ ଏଫୋଦ ହାତରେ ଆଣିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।