1 Samuel 23:7 — Compare Translations

5 translations compared side by side

Odia - 1840
"ଲୋକମାନେ ଶାଉଲଙ୍କକ୍ସ୍ଟ କହିଲେ ଯେ ବର୍ତ୍ତମାନ ଦାଉଦ କିଯୀଲା ରେ ଅଛନ୍ତି। ଶାଉଲ କହିଲେ, ପରମେଶ୍ବର ମାେ ହସ୍ତ ରେ ତାକକ୍ସ୍ଟ ରକ୍ଷା କରିଅଛନ୍ତି। ସେ ଦ୍ବାର ଓ ଅର୍ଗଳ ବିଶିଷ୍ଟ ନଗର ରେ ପ୍ରବେଶ କରିବା ହତେକ୍ସ୍ଟରକ୍ସ୍ଟ ସେ ମଧ୍ଯ ନିଜେ ନିଜେ ଧରା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାʼନ୍ତେ, ଶାଉଲ କହିଲେ, ପରମେଶ୍ଵର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ଵାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଶାଉଲଙ୍କୁ କହିଲେ ଯେ ବର୍ତ୍ତମାନ ଦାଉଦ କିୟୀଲାରେ ଅଛନ୍ତି। ଶାଉଲ କହିଲେ, “ପରମେଶ୍ୱର ମୋ’ ହସ୍ତରେ ତାକୁ ରକ୍ଷା କରିଅଛନ୍ତି। ସେ ଦ୍ୱାର ଓ ଅର୍ଗଳ ବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ସେ ମଧ୍ୟ ନିଜେ ନିଜେ ଧରା ଦେଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, ପରମେଶ୍ୱର ତାହାକୁ ମୋ’ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।