1 Samuel 23:8 — Compare Translations
5 translations compared side by side
Odia - 1840
"ଶାଉଲ ତାଙ୍କର ସମସ୍ତ ୈସନ୍ଯମାନଙ୍କୁ ଏକତ୍ରୀତ ହବୋ ପାଇଁ ଆଦେଶ ଦେଲେ। ଏବଂ ସମାନେେ କିଯୀଲା ରେ ୟାଇ ଦାଉଦ ଓ ତା'ର ଲୋକମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବା ପାଇଁ ପ୍ରସ୍ତକ୍ସ୍ଟତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କର ସମସ୍ତ ସୈନ୍ୟମାନଙ୍କୁ ଏକତ୍ରିତ ହେବା ପାଇଁ ଆଦେଶ ଦେଲେ। ଏବଂ ସେମାନେ କିୟୀଲାରେ ଯାଇ ଦାଉଦ ଓ ତା’ର ଲୋକମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।