1 Samuel 23:9 — Compare Translations
5 translations compared side by side
Odia - 1840
"ଦାଉଦ ଜାଣିପାରିଲେ ଶାଉଲ ତାଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିଯାଥରକକ୍ସ୍ଟ କହିଲେ, ଏଠାକକ୍ସ୍ଟ ଏଫୋନ୍ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଜାଣି ପାରିଲେ ଶାଉଲ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିୟାଥରକୁ କହିଲେ, “ଏଠାକୁ ଏଫୋଦ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ।