1 Samuel 24:1 — Compare Translations

5 translations compared side by side

Odia - 1840
"ଏହାପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାତ୍ଗମନରକ୍ସ୍ଟ ଫରେିଲାପରେ ଲୋକମାନେ ଶାଉଲଙ୍କକ୍ସ୍ଟ କହିଲେ ଯେ, ଦାଉଦ ଐନଗଦୀସ୍ଥ ମରକ୍ସ୍ଟଭୂମିରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶାଉଲଙ୍କୁ ଲଜ୍ଜିତ କଲେ ଏହା ପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚା‌‌ଦ୍‌ଗମନରୁ ଫେରିଲା ପରେ ଲୋକମାନେ ଶାଉଲଙ୍କୁ କହିଲେ ଯେ, “ଦାଉଦ ଐନଗଦୀସ୍ଥ ମରୁଭୂମିରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।