1 Samuel 24:10 — Compare Translations
5 translations compared side by side
Odia - 1840
"ମୁ ଗ୍ଭହିଁ ନଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ବଚକ୍ଷକ୍ସ୍ଟ ରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗକ୍ସ୍ଟମ୍ଫା ଭିତ ରେ ମାେ ପାଖ ରେ ତୁମ୍ଭକୁ ମାରିବା ପାଇଁ ସକ୍ସ୍ଟୟୋଗ ଦଇେଥିଲେ। କିନ୍ତୁ ମୁ ତୁମ୍ଭକୁ ମାରିବାକକ୍ସ୍ଟ ଇଚ୍ଛା କଲି ନାହିଁ। ମାରେତକ୍ସ୍ଟମ୍ଭ ପ୍ରତିଦୟା ଆସିଲା। ମୁ କହିଲି, 'ମୁ ମାରେ ପ୍ରଭକ୍ସ୍ଟଙ୍କକ୍ସ୍ଟ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ବାରା ବଛା ୟାଇଥିବା ରାଜା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ପା ମଧ୍ୟରେ କିରୂପେ ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହିଁ ନ ଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ୱଚକ୍ଷୁରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗୁମ୍ଫା ଭିତରେ ମାରିବା ପାଇଁ ସୁଯୋଗ ଦେଇଥିଲେ। କିନ୍ତୁ ମୁଁ ତୁମ୍ଭକୁ ମାରିବାକୁ ଇଚ୍ଛା କଲି ନାହିଁ। ମୋର ତୁମ୍ଭ ପ୍ରତି ଦୟା ଆସିଲା। ମୁଁ କହିଲି, ‘ମୁଁ ମୋର ପ୍ରଭୁଙ୍କୁ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ୱାରା ବଛା ଯାଇଥିବା ରାଜା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।
Odia IRV 2017 (ଓଡିଆ ବାଇବେଲ)