1 Samuel 24:11 — Compare Translations

5 translations compared side by side

Odia - 1840
"ଦେଖ, ମାେ ହାତ ରେ ଥିବା ଲକ୍ସ୍ଟଗା ଖଣ୍ତକକ୍ସ୍ଟ। ମୁ ଏହାକକ୍ସ୍ଟ ତକ୍ସ୍ଟମ୍ଭ ଲକ୍ସ୍ଟଗା ଧଡିରକ୍ସ୍ଟ କାଟିଅଛି। ମୁ ତୁମ୍ଭକୁ ମାରି ପାରିଥାନ୍ତି କିନ୍ତୁ ମୁ ମାରି ନାହିଁ। ମୁ ତୁମ୍ଭକୁ ବର୍ତ୍ତମାନ ବକ୍ସ୍ଟଝିବାକକ୍ସ୍ଟ ଦେଉଛି। ମୁ ତୁମ୍ଭକୁ ଜଣାଇ ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛି ଯେ ମୁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନଥିଲି। ମୁ ତକ୍ସ୍ଟମ୍ଭ ପ୍ରତି କବେେ ଅନ୍ଯାଯ କରି ନାହିଁ। କିନ୍ତୁ ତୁମ୍ଭେ ମାେତେ ଆଘାତ କରିଛ ଏବଂ ମାରିବାକକ୍ସ୍ଟ ମଧ୍ଯ ଗ୍ଭହିଁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ଵେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।