1 Samuel 24:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ଓ ତକ୍ସ୍ଟମ୍ଭ ଭିତ ରେ ବିଗ୍ଭର କରନ୍ତକ୍ସ୍ଟ ଓ ଆପଣଙ୍କ ମାଠାେ ରେ ଭୂଲ୍ କରିଥିବା ସଦାପ୍ରଭୁ ତା'ର ଦଣ୍ତ ଦିଅନ୍ତକ୍ସ୍ଟ। କିନ୍ତୁ ମୁ ତକ୍ସ୍ଟମ୍ଭ ସହିତ ୟକ୍ସ୍ଟଦ୍ଧ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ଓ ତୁମ୍ଭ ଭିତରେ ବିଗ୍ଭର କରନ୍ତୁ ଓ ତୁମ୍ଭେ ମୋ’ଠାରେ କରିଥିବା ଭୁଲ୍ ଯୋଗୁଁ ସଦାପ୍ରଭୁ ତା’ର ଦଣ୍ତ ଦିଅନ୍ତୁ। କିନ୍ତୁ ମୁଁ ତୁମ୍ଭ ସହିତ ଯୁଦ୍ଧ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।