1 Samuel 24:14 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା କାହା ପଛ ରେ ବାହାର ହାଇେ ଆସିଛନ୍ତି? ଆପଣ କାହା ପଛ ରେ ଗୋଡଉଛନ୍ତି? ଗୋଟିଏ ମଲା କକ୍ସ୍ଟକକ୍ସ୍ଟର ପଛ ରେ, ଗୋଟିଏ ଡାଆଂଶ ପଛ ରେ ଆପଣ ଗୋଡଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ପଶୁ ପଛରେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଛନ୍ତି? ତୁମ୍ଭେ କାହା ପଛରେ ଗୋଡ଼ଉଛ? ଗୋଟିଏ ମଲା କୁକୁର ପଛରେ, ଗୋଟିଏ ଡାଆଂଶ ପଛରେ ତୁମ୍ଭେ ଗୋଡ଼ଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।