1 Samuel 24:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ବିଗ୍ଭରକର୍ତ୍ତା ହକ୍ସ୍ଟଅନ୍ତକ୍ସ୍ଟ। ଆରଣ ଓ ମାେ ଭିତ ରେ ସେ ବିଗ୍ଭର କରନ୍ତକ୍ସ୍ଟ। ସଦପ୍ରଭକ୍ସ୍ଟ ମାରେ ପକ୍ଷ ରେ ବିଗ୍ଭର କରନ୍ତକ୍ସ୍ଟ ଏବଂ ପ୍ରମାଣ କରନ୍ତକ୍ସ୍ଟ ଯେ ମୁ ଠିକ୍ ଅଛି। ସଦାପ୍ରଭୁ ମାେତେ ତକ୍ସ୍ଟମ୍ଭଠାରକ୍ସ୍ଟ ରକ୍ଷା କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।