1 Samuel 24:16 — Compare Translations

5 translations compared side by side

Odia - 1840
"ଦାଉଦ ଶାଉଲଙ୍କକ୍ସ୍ଟ ଏହା କହି ସାରିବାପରେ ଶାଉଲ କହିଲେ, ମାରେପକ୍ସ୍ଟତ୍ର ଦାଉଦ, ଏ କ'ଣ ତୁମ୍ଭର କଥା, ତା'ପରେ ଶାଉଲ କାନ୍ଦିବାକକ୍ସ୍ଟ ଆରମ୍ଭ କଲେ, ସେ ଜାରେ ରେ କାନ୍ଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶାଉଲଙ୍କୁ ଏହା କହି ସାରିବା ପରେ ଶାଉଲ କହିଲେ, “ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର କଥା,” ତା’ପରେ ଶାଉଲ କାନ୍ଦିବାକୁ ଆରମ୍ଭ କଲେ, ସେ ଜୋ‌ର୍‌ରେ କାନ୍ଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, “ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।