1 Samuel 24:18 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ କହିଲ, ତୁମ୍ଭେ ଯେଉଁ ଭଲ କାର୍ୟ୍ଯ କରିଛ, ସଦାପ୍ରଭୁ ମାେତେ ତୁମ୍ଭକୁ ଦଇେଥିଲେ କିନ୍ତୁ ତୁମ୍ଭେ ମାେତେ ହତ୍ଯା କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ କହିଲ, ତୁମ୍ଭେ ଯେଉଁ ଭଲ କାର୍ଯ୍ୟ କରିଛ, ସଦାପ୍ରଭୁ ମୋତେ ତୁମ୍ଭକୁ ଦେଇଥିଲେ କିନ୍ତୁ ତୁମ୍ଭେ ମୋତେ ହତ୍ୟା କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।