1 Samuel 24:19 — Compare Translations
5 translations compared side by side
Odia - 1840
"ଯେତବେେଳେ ଜଣେ ମନକ୍ସ୍ଟଷ୍ଯ ନିଜର ଶତୃକକ୍ସ୍ଟ ପାଏ ସେ ତାକକ୍ସ୍ଟ ଭଲ ରେ ୟିବାକକ୍ସ୍ଟ ଦିଏ ନାହିଁ। ତା ପ୍ରତି ଉତ୍ତମ ବ୍ଯବହାର କରେ ନାହିଁ। ଏଣୁ ଆଜି ମାେ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପକ୍ସ୍ଟରସ୍କାର ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜଣେ ମନୁଷ୍ୟ ନିଜର ଶତ୍ରୁକୁ ପାଏ ସେ ତାକୁ ଭଲରେ ଯିବାକୁ ଦିଏ ନାହିଁ। ତା’ ପ୍ରତି ଉତ୍ତମ ବ୍ୟବହାର କରେ ନାହିଁ। ଏଣୁ ଆଜି ମୋ’ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।