1 Samuel 24:2 — Compare Translations
5 translations compared side by side
Odia - 1840
"ତେଣୁ ଶାଉଲ ଇଶ୍ରାୟେଲରକ୍ସ୍ଟ 3,000 ଜଣ ବଛା ୟାଇଥିବା ଲୋକମାନଙ୍କୁ ନଇେ ଦାଉଦ ଓ ତା'ର ଲୋକମାନଙ୍କୁ ବନଛାଗର ଶୈଳ ରେ ଖାଜେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନଛାଗର ଶୈଳ ସବୁରେ ଖୋଜିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ଇସ୍ରାଏଲରୁ 3000 ଜଣ ବଛା ଯାଇଥିବା ଲୋକମାନଙ୍କୁ ନେଇ ଦାଉଦ ଓ ତା’ର ଲୋକମାନଙ୍କୁ ବନଛାଗର ଶୈଳରେ ଖୋଜିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।