1 Samuel 24:20 — Compare Translations
5 translations compared side by side
Odia - 1840
"ମୁ ଜାଣେ ତୁମ୍ଭେ ଇଶ୍ରାୟେଲର ରାଜା ହବେ। ତୁମ୍ଭେ ଇଶ୍ରାୟେଲକକ୍ସ୍ଟ ଶାସନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ତୁମ୍ଭେ ଇସ୍ରାଏଲର ରାଜା ହେବ। ତୁମ୍ଭେ ଇସ୍ରାଏଲକୁ ଶାସନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।