1 Samuel 24:21 — Compare Translations

5 translations compared side by side

Odia - 1840
"ମାେ ସମ୍ମକ୍ସ୍ଟଖ ରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କର ଯେ ମାରେ ମୃତକ୍ସ୍ଟ୍ଯ ପରେ ମଧ୍ଯ ତୁମ୍ଭେ ମାରେ ବଂଶଧରକକ୍ସ୍ଟ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମାରେ ପିତାଙ୍କର ପରିବାରରକ୍ସ୍ଟ ମାରେ ନାମକକ୍ସ୍ଟ ଲୋପ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋ’ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋ’ ନାମ ଲୋପ କରିବ ନାହିଁ।