1 Samuel 24:22 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ଶାଉଲଙ୍କ ନିକଟରେ ପ୍ରତିଜ୍ଞା କଲେ। ଦାଉଦ ପ୍ରତିଜ୍ଞା କରି କହିଲେ ସେ କଦାପି ଶାଉଲଙ୍କ ପରିବାରକକ୍ସ୍ଟ ଧ୍ବଂସ କରିବ ନାହିଁ। ତା'ପରେ ଶାଉଲ ଗୃହକକ୍ସ୍ଟ ଫରେିଲେ। ଦାଉଦ ଓ ତାଙ୍କର ଲୋକମାନେ ଦକ୍ସ୍ଟର୍ଗକକ୍ସ୍ଟ ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ । ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଶାଉଲଙ୍କ ନିକଟରେ ପ୍ରତିଜ୍ଞା କଲେ। ଦାଉଦ ପ୍ରତିଜ୍ଞା କରି କହିଲେ ସେ କଦାପି ଶାଉଲଙ୍କ ପରିବାରକୁ ଧ୍ୱଂସ କରିବେ ନାହିଁ। ତା’ପରେ ଶାଉଲ ଗୃହକୁ ଫେରିଲେ। ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗକୁ ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।