1 Samuel 24:3 — Compare Translations
5 translations compared side by side
Odia - 1840
"ସହେି ବାଟରେ ଥିବା ମଷେଶାଳା ରେ ପହଞ୍ଚି ସଠାେରେ ଥିବା ଗକ୍ସ୍ଟମ୍ଫା ନିକଟକକ୍ସ୍ଟ ୟାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା'ର ଲୋକମାନେ ଗକ୍ସ୍ଟମ୍ଫାର ଦୂର ପଛ ରେ ଲକ୍ସ୍ଟଚିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ପା ଥିଲା; ପୁଣି ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ । ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ପାର ଅନ୍ତର୍ଭାଗରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାଟରେ ଥିବା ମେଷଶାଳାରେ ପହଞ୍ଚି ସେଠାରେ ଥିବା ଗୁମ୍ଫା ନିକଟକୁ ଯାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା’ର ଲୋକମାନେ ଗୁମ୍ଫାର ଦୂର ପଛରେ ଲୁଚିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।