1 Samuel 24:4 — Compare Translations

5 translations compared side by side

Odia - 1840
"ଦାଉଦର ଲୋକମାନେ କହିଲେ, ସଦାପ୍ରଭୁ ଯେଉଁଦିନ ବିଷଯ ରେ କହିଥିଲେ, ଆଜି ହେଉଛି ସହେି ବିଶଷେ ଦିନ। ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ କହିଥିଲେ, ମୁ ତୁମ୍ଭର ଶତୃକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା'ର ପ୍ରତି କର। ତା'ପରେ ଦାଉଦ ଗକ୍ସ୍ଟରକ୍ସ୍ଟଣ୍ତି ଗକ୍ସ୍ଟରକ୍ସ୍ଟଣ୍ତି ଶାଉଲଙ୍କ ପାଖକକ୍ସ୍ଟ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକକ୍ସ୍ଟ କାଟି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ । ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଲୋକମାନେ କହିଲେ, “ସଦାପ୍ରଭୁ ଯେଉଁ ଦିନ ବିଷୟରେ କହିଥିଲେ, ‘ଆଜି ହେଉଛି ସେହି ବିଶେଷ ଦିନ। ସଦାପ୍ରଭୁ ତୁମ୍ଭଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁକୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା’ର ପ୍ରତି କର।’” ତା’ପରେ ଦାଉଦ ଗୁରୁଣ୍ଡି ଗୁରୁଣ୍ଡି ଶାଉଲଙ୍କ ପାଖକୁ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକୁ କାଟି ଦେଲେ। କିନ୍ତୁ ଶାଉଲ ଦାଉଦଙ୍କୁ ଦେଖି ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ। ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।