1 Samuel 24:5 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ଅନକ୍ସ୍ଟତଲ୍ଗ କଲେ ଶାଉଲର ଲକ୍ସ୍ଟଗାଧଡି କାଟି ନଇେଥିବାରକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ଅନୁତପ୍ତ କଲେ ଶାଉଲର ଲୁଗାଧଡ଼ି କାଟି ନେଇଥିବାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।