1 Samuel 24:7 — Compare Translations
5 translations compared side by side
Odia - 1840
"ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛ ରେ ୟିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ଯଥା ଅନକ୍ସ୍ଟଭବ କରିବା ଏବଂ ସମାନଙ୍କେୁ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ୟିବା ଅଟକାଇଲେ। ଶାଉଲ ଗକ୍ସ୍ଟମ୍ଫାରକ୍ସ୍ଟ ବାହାରିଲେ ଓ ସଠାେରକ୍ସ୍ଟ ପଥଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ । ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।