1 Samuel 24:8 — Compare Translations
5 translations compared side by side
Odia - 1840
"ଦାଉଦ ଗକ୍ସ୍ଟମ୍ଫାରକ୍ସ୍ଟ ବାହାରିଲେ, ଶାଉଲଙ୍କକ୍ସ୍ଟ ପାଟିକରି କହିଲେ, ହେ ସଦାପ୍ରଭୁ ମାରେ ପ୍ରଭକ୍ସ୍ଟ,!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ପାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୋ, ମହାରାଜ । ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗୁମ୍ଫାରୁ ବାହାରିଲେ, ଶାଉଲଙ୍କୁ ପାଟି କରି କହିଲେ, “ହେ ମୋର ପ୍ରଭୁ ମହାରାଜ!” ଶାଉଲ ପଛକୁ ଗ୍ଭହିଁଲେ, ଦାଉଦ ନତମସ୍ତକ ହୋଇ ଭୂମିକୁ ଗ୍ଭହିଁ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।