1 Samuel 24:9 — Compare Translations
5 translations compared side by side
Odia - 1840
"ଦାଉଦ ଶାଉଲଙ୍କକ୍ସ୍ଟ କହିଲେ, ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶକ୍ସ୍ଟଣିଲ ଯେତବେେଳେ ଲୋକମାନେ କହିଲେ, 'ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?