1 Samuel 25:1 — Compare Translations
5 translations compared side by side
Odia - 1840
"ଶାମୁୟେଲଙ୍କର ଦହାନ୍େତ ହେଲା। ସମସ୍ତ ଇଶ୍ରାୟେଲୀୟବାସୀ ଏକତ୍ର ହାଇେ ଶାମୁୟେଲଙ୍କ ମୃତକ୍ସ୍ଟ୍ଯ ରେ ଶାେକ ପାଳନ କଲେ ଓ ରାମାସ୍ଥିତ ତାଙ୍କ ଗୃହ ରେ ତାଙ୍କୁ କବର ଦେଲେ। ତା'ପରେ ଦାଉଦ ପାରଣ ପ୍ରାନ୍ତରକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ । ପୁଣି ଦାଉଦ ଉଠି ପାରଣ୍ ପ୍ରାନ୍ତରକୁ⇧ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ମୂର୍ଖ ନାବଲ ଶାମୁୟେଲଙ୍କର ଦେହାନ୍ତ ହେଲା। ସମସ୍ତ ଇସ୍ରାଏଲୀୟବାସୀ ଏକତ୍ର ହୋଇ ଶାମୁୟେଲଙ୍କ ମୃତ୍ୟୁରେ ଶୋକ ପାଳନ କଲେ ଓ ରାମାସ୍ଥିତ ତାଙ୍କ ଗୃହରେ ତାଙ୍କୁ କବର ଦେଲେ। ତା’ପରେ ଦାଉଦ ପାରଣ ପ୍ରାନ୍ତରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।