1 Samuel 25:10 — Compare Translations

5 translations compared side by side

Odia - 1840
"ନାବଲ ଦାଉଦର ଲୋକମାନଙ୍କୁ ଉତ୍ତର ଦଇେ କହିଲେ, ଦାଉଦ କିଏ? ୟିଶୀର ପକ୍ସ୍ଟତ୍ର କିଏ? ଆଜିକାଲି ଅନକେ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମକ୍ସ୍ଟନିବଠାରକ୍ସ୍ଟ ପଳାଇୟାଇ ବକ୍ସ୍ଟଲକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନାବଲ ଦାଉଦଙ୍କ ଲୋକମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମୁନିବଠାରୁ ପଳାଇଯାଇ ବୁଲୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।