1 Samuel 25:11 — Compare Translations

5 translations compared side by side

Odia - 1840
"ମୁ କ'ଣ ନିଜର ରୋଟୀ, ନିଜର ଜଳ ଓ ନିଜର ଲୋମଛଦକମାନଙ୍କେ ନିମନ୍ତେ ହତ ପଶକ୍ସ୍ଟମାନଙ୍କ ମାଂସ ନଇେ କେଉଁ ଅଜ୍ଞାନ ଲୋକମାନଙ୍କୁ ଦବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ କʼଣ ଆପଣା ରୋଟୀ ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କ’ଣ ନିଜର ରୋଟୀ, ନିଜର ଜଳ ଓ ନିଜର ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁ ଅଜ୍ଞାନ ଲୋକମାନଙ୍କୁ ଦେବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ କ’ଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?