1 Samuel 25:12 — Compare Translations

5 translations compared side by side

Odia - 1840
"ଦାଉଦର ଲୋକମାନେ ନିଜ ବାଟରେ ଫରେିଗଲେ ଓ ତାଙ୍କ ନିକଟକକ୍ସ୍ଟ ଆସି ସେ ସବୁ କଥା ତାଙ୍କୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦର ଲୋକମାନେ ନିଜ ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେ ସବୁ କଥା ତାଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେହି ସବୁ କଥା ତାଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ।