1 Samuel 25:14 — Compare Translations

5 translations compared side by side

Odia - 1840
"ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ନାବଲର ସ୍ତ୍ରୀ ଅବୀଗଲକକ୍ସ୍ଟ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କୁ କର୍ତ୍ତାଙ୍କ ଶକ୍ସ୍ଟଭେଚ୍ଛା ଜଣଇବୋ ନିମନ୍ତେ ମରକ୍ସ୍ଟଭୂମିରକ୍ସ୍ଟ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସମାନଙ୍କେୁ ଖରାପ ଭବିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଗଲ କଷ୍ଟକୁ ନିବାରଣ କଲା ଯୁବକମାନଙ୍କ ମଧ୍ୟରୁ ଜଣେ ନାବଲର ସ୍ତ୍ରୀ ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ଶୁଭେଚ୍ଛା ଜଣେଇବା ନିମନ୍ତେ ମରୁଭୂମିରୁ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସେମାନଙ୍କୁ ଖରାପ ଭାବିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।